This browser does not support the video element.
ବାଙ୍ଗିରିପୋଷି: ଲକ୍ଷ୍ମୀକାନ୍ତ ମହାବିଦ୍ୟାଳୟରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ, ଯୋଗଦେଲେ ବିଧାୟିକା
Bangiriposi, Mayurbhanj | Jul 15, 2025
ମୟୂରଭଞ୍ଜ ଜିଲ୍ଲା ର ବାଙ୍ଗିରିପୋଷି ସ୍ଥିତ ଲକ୍ଷ୍ମୀକାନ୍ତ ମହା ବିଦ୍ୟାଳୟ ପରିସରରେ ଏକ ପେଡ ମା କେ ନାମ କାର୍ଯ୍ୟକ୍ରମ ଆଜି ଦିବା 12 ଘଟିକା ସମୟରେ ଅନୁଷ୍ଟିତ ହେଇ ଯାଇଛି।ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ବାଙ୍ଗିରିପୋଷି ବିଧାୟିକା ସଞ୍ଜଲି ମୁର୍ମୁ ଯୋଗ ଦେଇ ବିଦ୍ୟାଳୟ ପରିସରରେ ବିଭିନ୍ନ ପ୍ରକାର ର ବୃକ୍ଷ ରୋପଣ କରିଥିଲେ।ଏହି କାର୍ଯ୍ୟକ୍ରମରେ ମହା ବିଦ୍ୟାଳୟ ର ସମସ୍ତ କର୍ମଚାରୀ ସମେତ,,ଛାତ୍ର ଛାତ୍ରୀ ଉପସ୍ଥିତ ଥିଲେ।