Download Now Banner

This browser does not support the video element.

ଭଦ୍ରକ ଗ୍ରାମାଞ୍ଚଳ: ତେସିଙ୍ଗା ପଞ୍ଚାୟତର ବିଶିଷ୍ଟ ଶିକ୍ଷାବିତ ତଥା ସମାଜସେବୀ :-✓ ଧୃବ ଚରଣ ମଲ୍ଲିକଙ୍କ ଦେହାନ୍ତ ଖବର ପାଇ ତାଙ୍କ ବାସଭବନରେ ପହଞ୍ଚିଲେ ବିଧାୟକ

Bhadrak Rural, Bhadrak | Aug 21, 2025
ଭଣ୍ଡାରିପୋଖରୀ ବ୍ଲକ ତେସିଙ୍ଗା ପଞ୍ଚାୟତର ବିଶିଷ୍ଟ ଶିକ୍ଷାବିତ ତଥା ସମାଜସେବୀ :-✓ ଧୃବ ଚରଣ ମଲ୍ଲିକଙ୍କ ଦେହାନ୍ତ ଖବର ପାଇ ଭଣ୍ଡାରିପୋଖରୀ ବିଧାୟକ -ସଂଜୀବ୍ କୁମାର ମଲ୍ଲିକ ଆଜି ସନ୍ଧ୍ୟା ୮ ଘଟିକା ରେ ତାଙ୍କ ବାସଭବନରେ ପହଞ୍ଚି ଶୋକ ସନ୍ତପ୍ତ ପରିବାରଙ୍କୁ ସମବେଦନା ଜଣାଇବା ସହ ଅମର ଆତ୍ମାର ସତ୍ ଗତି କାମନା କରିଛନ୍ତି। ସାଥିରେ ସ୍ଥାନୀୟ ଅଞ୍ଚଳର ନେତୃମଣ୍ଡଳୀ ଓ ଅନ୍ୟାନ୍ୟ ଅତିଥି ବୃନ୍ଦ ଉପସ୍ଥିତ ଥିଲେ।
Read More News
T & CPrivacy PolicyContact Us