This browser does not support the video element.
ସୁନ୍ଦରଗଡ ସହର: ସୁନ୍ଦରଗଡ଼ ଜିଲ୍ଲା ରାଉରକେଲାର ସେକ୍ଟର ୮ରେ ଵୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ, ଯୋଗଦେଲେ ବିଧାୟକ
Sundargarh Town, Sundargarh | Jul 14, 2024
ଆଜି ସକାଳେ ସୁନ୍ଦରଗଡ଼ ଜିଲ୍ଲା ରାଉରକେଲାର ସେକ୍ଟର ୮ରେ ଵୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ । ଏହି କାର୍ଯ୍ୟକ୍ରମରେ ଯୋଗଦେଲେ ବିଧାୟକ ଶାରଦା ନାଏକ। ଆଜି ପଶ୍ଚିମ ଓଡିଶା ସାଂସ୍କୃତିକ ପରିଷଦ ଏବଂ ମଧୁମେହ ଫୋରମ୍ ର ମିଳିତ ଆନୁକୂଲ୍ୟରେ ରାଉରକେଲା ସେକ୍ଟର ୮ ଠାରେ ଆଜି ବୃକ୍ଷରୋପଣ କାର୍ଯ୍ୟକ୍ରମ ଅବସରରେ ସ୍ଥାନୀୟ ବିଧାୟକ ଯୋଗଦେଇ ବୃକ୍ଷ ରୋପଣ କରିଥିଲେ ଏବଂ ସମସ୍ତଙ୍କୁ ନିଜ ଘରେ ଗଛ ଲଗାଇବା ପାଇଁ ପ୍ରବର୍ତ୍ତାଇ ଥିଲେ।