Download Now Banner

This browser does not support the video element.

ବଲାଙ୍ଗୀର: ସ୍ଥାନୀୟ ବିଜେପି କାର୍ଯ୍ୟାଳୟ ଠାରେ ଜିଲ୍ଲା ସ୍ତରୀୟ କର୍ମଶାଳାରେ ଯୋଗ ଦେଲେ ସ୍ୱାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ

Balangir, Balangir | Sep 6, 2025
ଆଜି ଦିନ 2ଟା ସମୟରେ ଚଳିତବର୍ଷ ଯଶସ୍ଵୀ ପ୍ରଧାନମନ୍ତ୍ରୀ ଶ୍ରୀ Narendra Modi ଜୀଙ୍କ ୭୫ତମ ଜନ୍ମଦିନ ଅବସରରେ ସେପ୍ଟେମ୍ବର ୧୭ରୁ ଅକ୍ଟୋବର ୨ ପର୍ଯ୍ୟନ୍ତ ଦଳ ପକ୍ଷରୁ ଉତ୍ସାହର ସହ ସେବା ପକ୍ଷ ପାଳନ କରାଯିବ ବୋଲି ନିଷ୍ପତ୍ତି ନିଆଯାଇଛି । ଏହି ଅବସରରେ ବଲାଙ୍ଗୀର ଜିଲ୍ଲା ବିଜେପି କାର୍ଯ୍ୟାଳୟ ଠାରେ ଆୟୋଜିତ ଜିଲ୍ଲାସ୍ତରୀୟ କର୍ମଶାଳାରେ ଯୋଗଦେଲେ ସ୍ୱାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ । ୧୫ ଦିନ ଧରି ସମଗ୍ର ଜିଲ୍ଲାରେ ସ୍ବଚ୍ଛତା ଅଭିଯାନ, ରକ୍ତଦାନ ଶିବିର, ସ୍ୱାସ୍ଥ୍ୟ ଶିବିର, ବୃକ୍ଷରୋପଣ ଭଳି ବିଭିନ୍ନ ସେବା କାର୍ଯ୍ୟକ୍ରମ କରାଯିବ l
Read More News
T & CPrivacy PolicyContact Us