This browser does not support the video element.
ପାରଳାଖେମୁଣ୍ଡି: ଡାଳିମ୍ବପୁର ଗ୍ରାମ ଠାରେ ଆକାଂକ୍ଷା ମହିଳା ସଙ୍ଗଠନ ପକ୍ଷରୁ ବିଶ୍ଵ ସାକ୍ଷରତା ଦିବସ ପାଳିତ
Paralakhemundi, Gajapati | Sep 9, 2024
ଡାଳିମ୍ବ ପୁର ଗ୍ରାମ ଠାରେ ଆକାଂକ୍ଷା ମହିଳା ସଙ୍ଗଠନ ପକ୍ଷରୁ ବିଶ୍ଵ ସାକ୍ଷରତା ଦିବସ ପାଳିତ । ଗଜପତି ଜିଲ୍ଲା ପାରଳାଖେମୁଣ୍ଡି ନିକଟସ୍ଥ କେରାଣ୍ଡି ପଞ୍ଚାୟତ ର ଡାଳିମ୍ବ ପୁର ଗ୍ରାମ ଠାରେ ଆଜି ରବିବାର ଦିନ ଏଗାର ଟା ବେଳେ ଆକାଂକ୍ଷା ମହିଳା ସଙ୍ଗଠନ ତରଫରୁ ବିଶ୍ଵ ସାକ୍ଷରତା ଦିବସ ପାଳିତ ହୋଇ ଯାଇଛି। ଏହି ଅବସରରେ ପ୍ରଥମେ ଏକ ସଚେତନତା ରାଲି ବାହାରି ଗ୍ରାମ ପରିକ୍ରମା କରିଥିବା ବେଳେ ଗ୍ରାମ ପରେ ଏକ ସଚେତନତା ସଭାର ଆୟୋଜନ କରାଯାଇ ଥିଲା। ଉକ୍ତ ସଭାରେ ଆକାଂକ୍ଷା ମହିଳା ସଙ୍ଗଠନ ର ଉପଦେଷ୍ଟା ଶ୍ରୀମତି ସ୍ଵର୍ଣ୍ଣ ପ୍ରଭା ପାଠୀଙ୍କ ଅଧ୍ୟକ୍ଷତାରେ ସଂପାଦିକା ଶ୍ରୀମତୀ ମିନା କୁମାର