This browser does not support the video element.
ଫୁଲବାଣୀ ସହର: ଫୁଲବାଣୀ ନିର୍ବାଚନ ମଣ୍ଡଳୀର ବିଭିନ୍ନ ବୁଥରେ କଡ଼ା ସୁରକ୍ଷା ମଧ୍ୟରେ ମତଦାନ ପ୍ରକ୍ରିୟା ଆରମ୍ଭ
Phulabani Town, Kandhamal | May 20, 2024
ଓଡ଼ିଶାରେ ମେ ୧୩ତାରିଖରୁ ପ୍ରଥମ ପର୍ଯ୍ୟାୟ ସାଧାରଣ ନିର୍ବାଚନ ଆରମ୍ଭ ହୋଇଥିବା ବେଳେ କନ୍ଧମାଳ ଜିଲ୍ଲାରେ ଆଜି ଅର୍ଥାତ ମେ ୨୦ତାରିଖରେ ଦ୍ୱିତୀୟ ପର୍ଯ୍ୟାୟ ସାଧାରଣ ନିର୍ବାଚନ ଅନୁଷ୍ଠିତ ହେଉଛି ଏହି ଅବସରରେ ଆଜି ଅର୍ଥାତ ସମୋବାର ଦିନ ଫୁଲବାଣୀ ନିର୍ବାଚନ ମଣ୍ଡଳୀର ବିଭିନ୍ନ ବୁଥରେ ସକାଳ ୭ ଘଣ୍ଟିକା ସମୟରେ ମତଦାନ କଡ଼ା ସୁରକ୍ଷା ମଧ୍ୟରେ ଆରମ୍ଭ ହୋଇଛି।