Download Now Banner

This browser does not support the video element.

ଗୋବିନ୍ଦପୁର: ବାମରା ଆଦର୍ଶ ବିଦ୍ୟାଳୟରେ ବ୍ଲକ ସ୍ତରୀୟ ଚିତ୍ରାଙ୍କନ, ହସ୍ତାକ୍ଷର ଓ ଭାଷା ଜ୍ଞାନ ପ୍ରତିଯୋଗିତା ଅନୁଷ୍ଠିତ

Govindpur, Sambalpur | Sep 7, 2025
ବାମରା ସ୍ଥିତ ଓଡ଼ିଶା ଆଦର୍ଶ ବିଦ୍ୟାଳୟରେ ରବିବାର ଦିନ ସମ୍ବାଦ ଆମ ଓଡ଼ିଶା ପକ୍ଷରୁ ଚିତ୍ରାଙ୍କନ, ହସ୍ତାକ୍ଷର ଓ ଭାଷାଜ୍ଞାନ ପ୍ରତିଯୋଗିତା ଅନୁଷ୍ଠିତ ହୋଇ ଯାଇଛି। ଉକ୍ତ ପ୍ରତିଯୋଗିତା ରେ ବାମରା ବ୍ଲକ ର ବିଭିନ୍ନ ସ୍କୁଲ ରୁ ଛାତ୍ର ଛାତ୍ରୀ ମାନେ ଭାଗ ନେଇ ଥିବା ବେଳେ କୃତି ଛାତ୍ର ଛାତ୍ରୀ ମାନଙ୍କୁ ପୁରସ୍କାର ପ୍ରଦାନ କରି ସମ୍ମାନିତ କରାଯାଇଥିଲା।
Read More News
T & CPrivacy PolicyContact Us