Download Now Banner

This browser does not support the video element.

ପଟ୍ଟାଙ୍ଗୀ: ପଶ୍ଚିମ ଓଡ଼ିଶା ସାଂସ୍କୃତିକ ପରିଷଦ ପକ୍ଷରୁ ସୁନାବେଡ଼ା ଭଞ୍ଜ ମଣ୍ଡପରେ ନୁଆ ଖାଇ ଭେଟଘାଟ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି

Pottangi, Koraput | Sep 6, 2025
କୋରାପୁଟ ଜିଲ୍ଲାର ସୁନାବେଡ଼ା ଭଞ୍ଜ ମଣ୍ଡପରେ ସୁନାବେଡ଼ା ପଶ୍ଚିମ ଓଡ଼ିଶା ସାଂସ୍କୃତିକ ପରିଷଦ ପକ୍ଷରୁ ନୁଆଖାଇ ଭେଟଘାଟ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଶନିବାର ସନ୍ଧ୍ୟା ୭ଟା ସମୟରେ ଆୟୋଜିତ କାର୍ଯ୍ୟକ୍ରମରେ ଅତିଥି ଭାବେ ସୁନାବେଡ଼ା ମୁନସିପାଲଟି ଚେୟାରମେନ ଡଃ ରାଜେନ୍ଦ୍ର ପାତ୍ର ଉପସ୍ଥିତ ଥିଲେ। ନୁଆଖାଇ ଭେଟଘାଟ ଉପଲକ୍ଷେ ଆୟୋଜିତ ପ୍ରଥମ ସନ୍ଧ୍ୟାର ସାଂସ୍କୃତିକ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ।
Read More News
T & CPrivacy PolicyContact Us