This browser does not support the video element.
ନୂଆପଡା: ନେସନାଲ ଉଚ୍ଚ ବିଦ୍ୟାଳୟ ସମ୍ମିଳନୀ କକ୍ଷରେ ଶିକ୍ଷକ ଙ୍କୁ ଅବସର କାଳୀନ ସମ୍ବର୍ଦ୍ଧନା
Nuapada, Nuapada | Jul 31, 2025
ଆଜି ଅପରାହ୍ନ ଚାରିଟା ସମୟରେ ନୂଆପଡ଼ା ଜିଲ୍ଲା ସଦର ମହକୁମା ସ୍ଥିତ ପି ଏମ ଶ୍ରୀ ନେସନାଲ ଉଚ୍ଚ ବିଦ୍ୟାଳୟ ରେ ଅବସର ଗ୍ରହଣ କରିଥିବା ହିନ୍ଦୀ ଶିକ୍ଷକ ଅବୋଧ ନାରାୟଣ ପଟେଲ ଙ୍କୁ ଅବସର କାଳୀନ ସମ୍ବର୍ଦ୍ଧନା ଜଣାଇଥିଲେ।ଏହି ଅବସରରେ ପ୍ରଧାନ ଶିକ୍ଷକ ଗୁଲାପ ଚନ୍ଦ ସାହୁ ଙ୍କ ଅଧ୍ୟକ୍ଷତାରେ ଆୟୋଜିତ ସଭାରେ ବିଦ୍ୟାଳୟର ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ ଛାତ୍ର ଛାତ୍ରୀ ଉପସ୍ଥିତ ଥିଲେ। ପତିଷେଶ ରେ ବିଦ୍ୟାଳୟ ର ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ ଏକ ମୋଟର ସାଇକେଲ ରାଳି ରେ ଶିକ୍ଷକ ଙ୍କୁ ତାଙ୍କ ଘର ପର୍ଯ୍ୟନ୍ତ ଛାଡ଼ିବାକୁ ଯାଇଥିଲେ।