This browser does not support the video element.
ମାଲକାନଗିରି: ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ମାଁ ପାଇଁ ଗଛଟିଏ ୨.୦କାର୍ଯ୍ୟକ୍ରମର ଶୁଭାରମ୍ଭ କଲେ ବିଧାୟକ, ପ୍ରତିକ୍ରିୟା ରଖିଲେ ଜିଲ୍ଲାପାଳ
Malkangiri, Malkangiri | Sep 4, 2025
ମାଁ ପାଇଁ ଗଛଟିଏ କାର୍ଯ୍ୟକ୍ରମର ଶୁଭାରମ୍ଭ କଲେ ବିଧାୟକ। ମାଲକାନଗିରି ଜିଲ୍ଲା ପ୍ରଶାସନ ପକ୍ଷରୁ ତଥା ସବୁଜ ମାଲକାନଗିରି ଗଠନ ପାଇଁ ତଥା ଭାରତ ସରକାରଙ୍କର ଯେଉଁ ମାଁ ପାଇଁ ଗଛଟିଏ ୨.୦କାର୍ଯ୍ୟକ୍ରମ ରହିଛି ଜିଲ୍ଲାର ପ୍ରତ୍ୟେକ ଗାଁକୁ ଚାରା ପହଞ୍ଚେଇବା ପାଇଁ ରଥ ଆଜି ଠାରୁ ଗଢ଼ିବ। ଏନେଇ ଆଜି ମାଲକାନଗିରି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ମାଲକାନଗିରି ବିଧାୟକ ନରସିଂହ ମାଡ଼କାମୀ ପତାକା ଦେଖାଇ ଏହାର ଶୁଭାରମ୍ଭ କରିଛନ୍ତି। ଭାରତର ଯଶଶ୍ବୀ ପ୍ରଧାନମନ୍ତ୍ରୀ ମୋଦିଙ୍କ ଜନ୍ମ ଦିନ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଆରମ୍ଭ କରାଯିବ। ଏଥିରେ ଜିଲ୍ଲାପାଳ, ଡିଏଫଓ, ଏସପି ପ୍ରମୁଖ ଯୋଗ ଦେଇ