Download Now Banner

This browser does not support the video element.

କେନ୍ଦୁଝର ସହର: କରଞ୍ଜିଆପଡ଼ା ଠାରେ ମା' ତାରିଣୀ କ୍ଲବ ଫୁଟବଲ ଟୁର୍ନାମେଣ୍ଟର ଉଦଯାପନୀ ଖେଳରେ ଯୋଗ ଦେଲେ ଉପମୁଖ୍ୟମନ୍ତ୍ରୀ

Kendujhar Town, Kendujhar | Sep 12, 2025
କେନ୍ଦୁଝର ସଦର ବ୍ଲକ ଅନ୍ତର୍ଗତ କରଞ୍ଜିଆପଡାଠାରେ ମା' ତାରିଣୀ କ୍ଲବ ଫୁଟବଲ ଟୁର୍ନାମେଣ୍ଟର ଉଦଯାପନୀ ଖେଳରେ ଯୋଗଦେଇ ଖେଳାଳିମାନଙ୍କୁ ଉତ୍ସାହିତ କରିଥିଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା । ଆଜି କେନ୍ଦୁଝର ଗସ୍ତ ଅବସରରେ ସେ ପ୍ରଥମେ ଘଟଗାଁ ମା' ତାରିଣୀଙ୍କ ଦର୍ଶନ ସହିତ ଆଶୀର୍ବାଦ ନେଇଥିଲେ ।
Read More News
T & CPrivacy PolicyContact Us