Install App
baripada_news
This browser does not support the video element.
ବାରିପଦା ମ୍ୟୁନିସିପାଲଟି: ଆଇନଶୃଙ୍ଖଳାକୁ ନେଇ ମହାତ୍ମାଗାନ୍ଧୀ ସମ୍ମିଳନୀ କକ୍ଷରେ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ରଙ୍କ ସମୀକ୍ଷା ବୈଠକ; ଦେଲେ ପ୍ରତିକ୍ରିୟା
Baripada M, Mayurbhanj | Sep 13, 2025
ଶନିବାର ଦିନ ପ୍ରାୟ ୧୨ଟାରେ ବାରିପଦା ସ୍ଥିତ ମୟୂରଭଞ୍ଜ ଜିଲ୍ଲାପାଳ କାର୍ଯ୍ୟାଳୟର ମହାତ୍ମାଗାନ୍ଧୀ ସମ୍ମିଳନୀ କକ୍ଷରେ ଜିଲ୍ଲାର ଆଇନଶୃଙ୍ଖଳା କୁ ନେଇ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର ଙ୍କ ଅଧ୍ୟକ୍ଷତାରେ ଜିଲ୍ଲାସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଏନେଇ ସେଠାରେ ସେ ପ୍ରତିକ୍ରିୟା ପ୍ରକାଶ କରିଛନ୍ତି।
Share
Read More News
T & C
Privacy Policy
Contact Us
Your browser does not support JavaScript!