Download Now Banner

This browser does not support the video element.

ଦେବଗଡ: ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ଜିଲ୍ଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର

Debagarh, Debagarh (Deogarh) | Sep 1, 2025
ଦେବଗଡ଼ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ଆଜି ଦିନ ୧୦ ରୁ ୨ ଟା ପର୍ଯ୍ୟନ୍ତ ଜିଲ୍ଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳ କବିନ୍ଦ୍ର କୁମାର ସାହୁ ଯୋଗଦେଇ ୨୮ଟି ଅଭିଯୋଗ ଗ୍ରହଣ କରିବା ସହ ଆବଶ୍ୟକ ପଦକ୍ଷେପ ନେବା ପାଇଁ ବିଭାଗୀୟ ଅଧିକାରୀ ମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ । ଅଭିଯୋଗ ମଧ୍ୟରେ ୨୩ଟି ବ୍ୟକ୍ତିଗତ ଏବଂ ୫ ଟି ସାମୁହିକ ଅଭିଯୋଗ ହୋଇଥିବା ଜଣାପଡିଛି । ବିଶେଷ କରି ଭାଗବତ ଟୁଙ୍ଗି ନିର୍ମାଣ, ଲୋକକଳା ଗ୍ରାମର ଉନ୍ନତି କରଣ, ବିଦ୍ୟୁତ ଟ୍ରାନ୍ସଫର୍ମର ମରାମତି, ନୂତନ ରାସ୍ତା, ଚିକିତ୍ସା ସେବା ନିମନ୍ତେ ଅଭିଯୋଗ ହୋଇଥିଲା ।
Read More News
T & CPrivacy PolicyContact Us