Download Now Banner

This browser does not support the video element.

ଅନୁଗୋଳ: କୋଶଳା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ପରିଦର୍ଶନ କଲେ ବିଧାୟକ

Anugul, Angul | Sep 11, 2025
କୋଶଳା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଅନୁଷ୍ଠିତ ରୋଗୀ କଲ୍ୟାଣ ସମିତି ପ୍ରଶାସନିକ ପରିଚାଳନା ବୈଠକରେ ଯୋଗଦେଇ ସ୍ୱାସ୍ଥ୍ୟ କେନ୍ଦ୍ରରେ ଆଧୁନିକ ଚିକିତ୍ସା ଉପକରଣ, ବିଶେଷଜ୍ଞ ଡାକ୍ତର ଓ ଅନ୍ୟାନ୍ୟ ସ୍ବାସ୍ଥ୍ୟସେବା ସୁବିଧାର ସମୀକ୍ଷା କଲେ ଛେଣ୍ଡିପଦା ବିଧାୟକ ଅଗସ୍ତି ବେହେରା। ରୋଗୀମାନଙ୍କୁ ତୁରନ୍ତ ସେବା ଯୋଗାଇବା ସହ ଉତ୍ତମ ବ୍ୟବହାର କରିବା ପାଇଁ ସମସ୍ତଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ବିଧାୟକ। ଏଥିସହ କୋଶଳା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରର ପରିଦର୍ଶନ କରିବା ସହିତ ରୋଗୀ ମାନଙ୍କୁ ଭେଟି ସେମାନଙ୍କର ସୁବିଧା ଅସୁବିଧା ପଚାରି ବୁଝିବା ସହିତ ଓ ସ୍ୱାସ୍ଥ୍ୟକେନ୍ଦ୍ରର ଅନ୍ୟାନ୍ୟ କାର୍ଯ୍
Read More News
T & CPrivacy PolicyContact Us