This browser does not support the video element.
ଢେଙ୍କାନାଳ ସଦର: ଢେଙ୍କାନାଳ ଜିଲ୍ଲା ଯୋରନ୍ଦା ମହିମା ମହାବିଦ୍ୟାଳୟ ଅଣ ଅନୁଦାନ ପ୍ରାପ୍ତ ଅଧ୍ୟାପକ କର୍ମଚାରୀଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ ଜାରି
Dhenkanal Sadar, Dhenkanal | Aug 21, 2025
ମହିମା ମହାବିଦ୍ୟାଳୟ ରେ କାର୍ଯ୍ୟରତ ଅଧ୍ୟାପକ, ଅଧ୍ୟାପିକା, କର୍ମଚାରୀ ମାନେ କାର୍ଯ୍ୟବନ୍ଦ ଆନ୍ଦୋଳନରେ ସାମିଲ ହୋଇ କାର୍ଯ୍ୟ ବନ୍ଦ କରିଛନ୍ତି। ସୂଚନା ଅନୁସାରେ ୨୦୦୮ ରୁ ୨୦୧୮ ମସିହା ପର୍ଯ୍ୟନ୍ତ ଢେଙ୍କାନାଳ ଜିଲ୍ଲା ଯୋରନ୍ଦା ମହିମା ମହାବିଦ୍ୟାଳୟର ଅଧ୍ୟାପକ ଓ କର୍ମଚାରୀ ମାନେ ସରକାରୀ ଅନୁଦାନ ପାଇଁ ରାଜ୍ୟ ବେସରକାରୀ ଅଧ୍ୟାପକ ଓ କର୍ମଚାରୀ ସଂଘ ର ସଭାପତି ଶ୍ରୀ ବିଶ୍ୱରଞ୍ଜନ ଦାସ ଙ୍କ ଆହ୍ୱାନ କ୍ରମେ ଆଜି ତା ୨୧।୮ ରିଖ ପୂର୍ବାହ୍ନ୧୦ ଘଣ୍ଟା ଠାରୁ କାର୍ଯ୍ୟ ବନ୍ଦ ଆନ୍ଦୋଳନ ଜାରି ରହିଛି ।