Install App
nuapdanewz
This browser does not support the video element.
ନୂଆପଡା: ସାରାବଙ୍ଗ ପଞ୍ଚାୟତ ଗସ୍ତ କରି ଉନ୍ନୟନ ମୂଳକ କାର୍ଯ୍ୟର ସମୀକ୍ଷା କଲେ ଜିଲ୍ଲା ମୁଖ୍ୟ ଉନ୍ନୟନ ଅଧିକାରୀ
Nuapada, Nuapada | Sep 3, 2025
ଆଜି ସଦର ବ୍ଲକ ସାରାବଙ୍ଗ ପଞ୍ଚାୟତକୁ ଜିଲ୍ଲା ମୁଖ୍ୟ ଉନ୍ନୟନ ଅଧିକାରୀ ଗସ୍ତ କରି ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟର ସମୀକ୍ଷା କରିଥିଲେ। ବିଡ଼ିଓ , ବ୍ଲକ ଅଧ୍ୟକ୍ଷା, ଉପାଧ୍ୟକ୍ଷ, ସ୍ଥାନୀୟ ସରପଞ୍ଚ ପ୍ରମୁଖ ଉପସ୍ଥିତ ଥିଲେ।
Share
Read More News
T & C
Privacy Policy
Contact Us
Your browser does not support JavaScript!