Install App
khabarbhubaneswar
This browser does not support the video element.
ଭୁବନେଶ୍ବର ମ୍ୟୁନିସିପାଲଟି କର୍ପୋରେସନ: ଭୁବନେଶ୍ୱର ୟୁନିଟ 7 ରେ ନୂଆଖାଇ ଶୁଭେଚ୍ଛା ଜଣାଇଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା
Bhubaneswar M Corp, Khordha | Aug 28, 2025
କୃଷିଭିତ୍ତିକ ତଥା ଗଣପର୍ବ ନୂଆଖାଇ ପାଇଁ ଉତ୍ସବମୁଖର ହୋଇଉଠିଛି ପଶ୍ଚିମ ଓଡ଼ିଶା। ଏହି ଅବସରରେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ନୂଆଖାଇର ହାର୍ଦ୍ଦିକ ଶୁଭକାମନା ଜଣାଇଛନ୍ତି। ଏହି ଲୋକପ୍ରିୟ ପର୍ବ କୃଷକମାନଙ୍କ ପ୍ରତି ଗଭୀର କୃତଜ୍ଞତାର ସ୍ମରଣ କରାଏ। ଯାହାଙ୍କ କଠିନ ପରିଶ୍ରମ ଆମ ସମସ୍ତଙ୍କର ଭରଣପୋଷଣ କରେ।
Share
Read More News
T & C
Privacy Policy
Contact Us
Your browser does not support JavaScript!