Download Now Banner

This browser does not support the video element.

କୋରାପୁଟ ସହର: ସଦଭାବନା ସଭାଗୃହ ଠାରେ ସିଏମ କିଷାନ ସହାୟତା ରାଶି ପ୍ରଦାନ ଜିଲ୍ଲାର ୧ ଲକ୍ଷ ୩୩ ହଜାର ୭୧୭ ଜଣ ଚାଷୀ ଉପକୃତ ହେଲେ

Koraput Town, Koraput | Aug 27, 2025
କୃଷିଭିତ୍ତିକ ଗଣପର୍ବ ପବିତ୍ର ନୂଆଁଖାଇ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ 'ସିଏମ କିଷାନ' ସହାୟତା ରାଶି ପ୍ରଦାନ ବ୍ୟବସ୍ଥାର ଶୁଭାରମ୍ଭ କରିଛନ୍ତି। ୨୦୨୫-୨୬ ରବି ଋତୁରେ ପ୍ରାରମ୍ଭିକ କୃଷି କାର୍ଯ୍ୟ ପାଇଁ ପ୍ରଦାନ କରାଯାଇଥିବା ଏହି ସହାୟତା ଦ୍ୱାରା ରାଜ୍ୟରେ ପ୍ରାୟ ୫୧ ଲକ୍ଷରୁ ଅଧିକ ଚାଷୀ ଉପକୃତ ହେଉଥିବା ବେଳେ କୋରାପୁଟ ଜିଲ୍ଲାର ୧ ଲକ୍ଷରୁ ଉର୍ଦ୍ଧ୍ବ ଚାଷୀ ଉପକୃତ ହୋଇଛନ୍ତି। ଭୁବନେଶ୍ବର ଠାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଦ୍ବାରା ଡିବିଟି ମାଧ୍ୟମରେ ସହାୟତା ରାଶି ପ୍ରଦାନର ଶୁଭାରମ୍ଭ କରାଯାଇଛି।
Read More News
T & CPrivacy PolicyContact Us