This browser does not support the video element.
ଅନୁଗୋଳ: ବଜ୍ରକୋଟ ଓ ରେଙ୍ଗାଳି ଠାରେ କେନ୍ଦ୍ରମନ୍ତ୍ରୀଙ୍କୁ ସ୍ଵାଗତ ସମ୍ବର୍ଦ୍ଧନା
Anugul, Angul | Aug 27, 2025
ଜିଲ୍ଲାକୁ ଦିନିକିଆ ଗସ୍ତରେ ଆସିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେବା ସହ ପ୍ରକଳ୍ପ ଗୁଡ଼ିକ ଉଦ୍ଘାଟନ କରିଥିଲେ ।ଅନୁଗୋଳର ବଅଁରପାଳ ବ୍ଲକ ଏବଂ ଢେଙ୍କାନାଳ ହିନ୍ଦୋଳ ଓ ଓଡ଼ାପଡ଼ା ବ୍ଲକରେ ଉଦଘାଟିତ ସାମାଜିକ ଭିତ୍ତିଭୂମି ପ୍ରକଳ୍ପ ଗୁଡ଼ିକ ଦ୍ୱାରା ସ୍ଥାନୀୟ ଅଞ୍ଚଳର ଲୋକମାନେ ବିଶେଷ ଉପକୃତ ହେବେ । ବଅଁରପାଳ ବ୍ଲକ ନୂଆହତାରେ ସିମେଣ୍ଟ କଂକ୍ରିଟ ରାସ୍ତା ଓ ଡ୍ରେନ୍ ନିର୍ମାଣ, ଗୋଷ୍ଠୀ କେନ୍ଦ୍ର, ହାଇମାଷ୍ଟ ଓ ଷ୍ଟ୍ରିଟଲାଇଟର ବ୍ୟବସ୍ଥା ଏବଂ ହିନ୍ଦୋଳ ଓ ଓଡ଼ାପଡ଼ା ବ୍ଲକରେ ସୂଚନା କେନ୍ଦ୍ର, ନରେନ୍ଦ୍ରପୁର ବିଦ୍ୟାଳୟ, ହାଇମାଷ୍ଟ ଏବଂ