Download Now Banner

This browser does not support the video element.

ବୌଦ୍ଧ ସଦର: ବୌଦ୍ଧ ଥାନାରେ ସହରର ବିଭିନ୍ନ ଗଣେଶ ପୂଜା କମିଟି କର୍ମକର୍ତ୍ତାଙ୍କୁ ନେଇ ଶାନ୍ତି କମିଟି ବୈଠକ ଅନୁଷ୍ଠିତ

Baudh Sadar, Boudh (Bauda) | Aug 25, 2025
ସୋମବାର ବୌଦ୍ଧ ଆଦର୍ଶ ଥାନା ପରିସରରେ ସହରର ବିଭିନ୍ନ ଗଣେଶ ପୂଜା କମିଟି କର୍ମକର୍ତ୍ତା ମାନଙ୍କୁ ନେଇ ଶାନ୍ତି କମିଟି ବୈଠକ ଅନୁଷ୍ଠିତ ହୋଇ ଯାଇଛି l ଉପଖଣ୍ଡ ପୋଲିସ ଅଧିକାରୀ ଲରେନ୍ ରାଉତରାୟଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଆଦର୍ଶ ଥାନା ଆଇଆଇସି ରଂଜିତ ମୁନୀ ବୈଠକର ଆଭିମୁଖ୍ୟ ସମ୍ପର୍କରେ ଆଲୋଚନା କରିଥିଲେ |
Read More News
T & CPrivacy PolicyContact Us