This browser does not support the video element.
ନବରଙ୍ଗପୁର ପୋଲିସ ଷ୍ଟେସନ: ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ଆନ୍ତଃ ରାଜ୍ୟ ପ୍ରବାସୀ ଶ୍ରମିକ ସଚେତନତା ରଥ ର ଶୁଭାରମ୍ଭ
Nabarangapur PS, Nabarangpur | Sep 9, 2025
ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ଆନ୍ତଃ ରାଜ୍ୟ ପ୍ରବାସୀ ଶ୍ରମିକ ସଚେତନତା ରଥ ର ଶୁଭାରମ୍ଭ ଆଜି ନବରଙ୍ଗପୁର ଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟ ରେଜିଲ୍ଲାପାଳ, ନବରଙ୍ଗପୁର ଡ. ମହେଶ୍ୱର ସ୍ୱାଇଁ, ଜିଲ୍ଲା ଶ୍ରମ ଅଧିକାରୀ, ଅନ୍ୟାନ୍ୟ କର୍ମଚାରୀ ଓ ଟ୍ରେଡ ୟୁନିଅନ କର୍ମକର୍ତ୍ତା ମାନଙ୍କ ଉପସ୍ଥିତିରେ ଏକ ଆନ୍ତର୍ରାଜ୍ୟୀୟ ପ୍ରବାସୀ ଶ୍ରମିକ ସଚେତନତା ରଥର ଶୁଭାରମ୍ଭ ଓ ପ୍ରସ୍ଥାନ କରାଯାଇଛି । ଏହି ରଥଟି ଆସନ୍ତା ୧୦ ଦିନ ଧରି ସମସ୍ତ ବ୍ଲକ ସହିତ ଗ୍ରାମପଞ୍ଚାୟତ କୁ ଗଡିବ