Download Now Banner

This browser does not support the video element.

ବାରିପଦା ମ୍ୟୁନିସିପାଲଟି: କୁସୁମୀ ଗ୍ରାମର ଦିବ୍ୟାଙ୍ଗ ନାବାଳିକା ଦୁଷ୍କର୍ମକାରୀକୁ ଆଜୀବନ କାରାଦଣ୍ଡାଦେଶ ଦେଲେ ସ୍ୱତନ୍ତ୍ର ଫାଷ୍ଟ ଟ୍ରାକ ପୋକସୋ କୋର୍ଟ

Baripada M, Mayurbhanj | Aug 22, 2025
ଶୁକ୍ରବାର ଦିନ ମୟୂରଭଞ୍ଜ ଆଡ଼ ହକ ଅତିରିକ୍ତ ଜିଲ୍ଲା ଓ ଦୌରା ଜଜ୍ ତଥା ସ୍ୱତନ୍ତ୍ର ଫାଷ୍ଟ ଟ୍ରାକ ପୋକସୋ କୋର୍ଟରେ ଏକ ଦିବ୍ୟାଙ୍ଗ ନାବାଳିକା ଦୁଷ୍କର୍ମ ମାମଲାର ରାୟ ପ୍ରକାଶ ପାଇଛି। ବିଚାରପତି ସନ୍ତୋଷ କୁମାର ନାୟକ ଏହାର ବିଚାର କରି ଅଭିଯୁକ୍ତକୁ ଆଜୀବନ କାରାଦଣ୍ଡରେ ଦଣ୍ଡିତ କରିବା ସହିତ ୧୦ହଜାର ଟଙ୍କା ଜରିମାନା କରିଛନ୍ତି। ଜରିମାନା ଅନାଦେୟ ଅଧିକ ୬ମାସ ଜେଲ ଦଣ୍ଡ ଭୋଗିବାକୁ ରାୟରେ ଉଲ୍ଲେଖ ରହିଛି। ଆସାମୀ ଜଣକ ହେଲେ ବାଦାମପାହାଡ଼ ଥାନା ଅନ୍ତର୍ଗତ କୁସୁମୀ ଗ୍ରାମର ବୀରସିଂ ହାଁସଦା (୬୦)।
Read More News
T & CPrivacy PolicyContact Us