Download Now Banner

This browser does not support the video element.

ଆଳି: ବ୍ଲକ କାର୍ଯ୍ୟାଳୟ ସହ ଅଟାଳ ଗ୍ରାମ ପଞ୍ଚାୟତଠାରେ ବିଜୁ ପଟ୍ଟନାୟକଙ୍କ ଜନ୍ମ ଜୟନ୍ତୀ ଓ ପଞ୍ଚାୟତିରାଜ ଦିବସ ପାଳିତ

Aali, Kendrapara | Mar 5, 2024
ମଙ୍ଗଳବାର ଦିନ ୧୧ ଘଟିକା ସମୟରେ ଆଳି ବ୍ଲକ କାର୍ଯ୍ୟାଳୟରେ ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଜନ୍ମ ଜୟନ୍ତୀ ପାଳିତ ହୋଇଯାଇଛି। ଏହି ଅବସରରେ ବିଡ଼ିଓ ମିନତି ଜଗଦେବ, ପଞ୍ଚାୟତ ସମିତି ଅଧ୍ୟକ୍ଷ ମନୋରଞ୍ଜନ ସାମଲ, ୨ନଂ ଜିଲ୍ଲା ପରିଷଦ ଭୀଷ୍ମ ମହାନ୍ତି ଓ ବ୍ଲକ କର୍ମଚାରୀ ଉପସ୍ଥିତ ଥିଲେ। ସେହିପରି ଅଟାଳ ଗ୍ରାମ ପଞ୍ଚାୟତଠାରେ ସରପଞ୍ଚ ଓ ଗ୍ରାମବାସୀଙ୍କ ଉପସ୍ଥିତିରେ ପଞ୍ଚାୟତିରାଜ ଦିବସ ପାଳନ କରାଯାଇଥିଲା।
Read More News
T & CPrivacy PolicyContact Us