Download Now Banner

This browser does not support the video element.

ବୌଦ୍ଧ ସଦର: ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଠାରୁ ଜାତୀୟ କ୍ରୀଡା ଦିବସ ଅବସରରେ ସାଇକେଲ ଶୋଭାଯାତ୍ରା

Baudh Sadar, Boudh (Bauda) | Aug 31, 2025
ରବିବାର ବୌଦ୍ଧ ଜିଲାପାଳଙ୍କ କାର୍ଯ୍ୟାଳୟ ନିକଟରୁ ଜାତୀୟ କ୍ରୀଡା ଦିବସ ଅବସରରେ ସାଇକେଲ ଶୋଭାଯାତ୍ରା ଶୁଭାରମ୍ଭ ହୋଇଥିଲା | ଜିଲ୍ଲାପାଳ ବିଭୁତି ଭୁଷଣ ନାୟକ ସାଇକେଲ ଶୋଭାଯାତ୍ରକୁ ଶୁଭାରମ୍ଭ କରିଥିଲେ | ଅନ୍ୟ ମାନଙ୍କ ମଧ୍ୟରେ ଅତିରିକ୍ତ ଜିଲ୍ଲାପାଳ ଅନିରୁଦ୍ଧ ପ୍ରଧାନ, ଉପ ଜିଲ୍ଲାପାଳ ବିନୟ କୁମାର ଭୋଇ, ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ରୀତାକାନ୍ତି ବଲିଆର୍ ସିଂ, ଜିଲ୍ଲା କ୍ରୀଡା ଅଧିକାରୀ ସୁଦାମ ସ୍ୱାଇଁଙ୍କ ସମେତ ଅନ୍ୟ ମାନେ ଉପସ୍ଥିତ ଥିଲେ l
Read More News
T & CPrivacy PolicyContact Us