This browser does not support the video element.
ମାଲକାନଗିରି: ଜିଲ୍ଲା ସଦର ମହକୁମା ଆଓମା ଗୁରୁକୁଳରେ ଜିଲ୍ଲା ଦକ୍ଷତା ବିକାଶ ତଥା ନିୟୋଜନ ଅଧିକାରୀଙ୍କ ବିଦାୟ କାଳୀନ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ
Malkangiri, Malkangiri | Jun 2, 2025
ମାଲକାନଗିରି ଜିଲ୍ଲା ସଦର ମହକୁମା ଆଓମା ଗୁରୁକୁଳରେ ଜିଲ୍ଲା ଦକ୍ଷତା ବିକାଶ ତଥା ନିୟୋଜନ ଅଧିକାରୀ ମନସ୍ବି ସେଠିଙ୍କ ବିଦାୟ କାଳୀନ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ ହୋଇଯାଇଛି।ଶ୍ରୀ ସେଠିଙ୍କୁ ଉତ୍ତରୀୟ ଓ ପୁଷ୍ପଗୁଛ ଦେଇ ବିଦାୟ କାଳୀନ ସମ୍ବର୍ଦ୍ଧନା।ଏହି ବିଦାୟ କାଳୀନ ସମ୍ୱର୍ଦ୍ଧନା ସଭାରେ ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ନରେଶ ଚନ୍ଦ୍ର ଶବର ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିବା ବେଳେ ଓ ଅନ୍ୟ ଅଧିକାରୀ ଉପସ୍ଥିତ ଥିଲେ।ଆସନ୍ତାକାଲି ବିଳମ୍ବିତ ରାତିରେ ସଭା ହୋଇଥିବା ଆଜି ସନ୍ଧ୍ୟା ୭ ସମୟରେ ଜିଲ୍ଲା ସୁଚନା ଓ ଲୋକସମ୍ପର୍କ ଅଧିକାରୀ ସୂଚନା ଦେଇଛନ୍ତି।