Download Now Banner

This browser does not support the video element.

ଖରିଆର: ଭୁଲିଆସିକୁଆଁ ଗ୍ରାମରେ ପ୍ରବାସୀ ଶ୍ରମିକ ସଚେତନତା ଶିବିର ଅନୁଷ୍ଠିତ

Khariar, Nuapada | Aug 25, 2025
ଖଡ଼ିଆଳ ବ୍ଲକ ଭୁଲିଆସିକୁଆଁ ଗ୍ରାମରେ ଜିଲ୍ଲାପାଳ ମଧୁସୂଦନ ଦାଶଙ୍କ ସଭାପତିତ୍ବରେ ପ୍ରବାସୀ ଶ୍ରମିକ ସଚେତନତା ଶିବିର ଆଜି ୪ ଟାରେ ଅନୁଷ୍ଠିତ ହୋଇଯାଇଛି । ଏହି ସମାରୋହରେ ଖଡ଼ିଆଳ ବନଖଣ୍ଡ ଅଧିକାରୀ ଅଜିଜ ଖାନ, ଜିଲ୍ଲା ମୁଖ୍ୟ ଉନ୍ନୟନ ଅଧିକାରୀ ଲମ୍ବୋଦର ଧରୁଆ, ଉପ ଜିଲ୍ଲାପାଳ ଯୋଗେନ୍ଦ୍ର ମାଝୀ, ବିଡିଓ ନରସିଂହ ଗଡ଼ବା ପ୍ରମୁଖ ଅତିଥି ଭାବରେ ଯୋଗଦେଇଥିଲେ। ସରକାରୀ ବିଭିନ୍ନ ଲୋକାଭିମୁଖୀ ଯୋଜନା ସମ୍ବନ୍ଧରେ ଅବଗତ କରି ଦାଦନ ଖଟିବାକୁ ନଯିବାକୁ ପରାମର୍ଶ ଦେଇଥିଲେ।
Read More News
T & CPrivacy PolicyContact Us