Download Now Banner

This browser does not support the video element.

ତଲସରା: ବଡ଼ଗାଁ ସ୍ନାତକ ମହାବିଦ୍ୟାଳୟ ପ୍ରାଙ୍ଗଣରେ ଏନଏସଏସ ଦିବସ ଓ ସ୍ବାଗତ ଉତ୍ସବ ପାଳିତ

Talasara, Sundargarh | Sep 24, 2025
ସୁନ୍ଦରଗଡ଼ ଜିଲ୍ଲାର ବଡ଼ଗାଁ ସ୍ନାତକ ମହାବିଦ୍ୟାଳୟ ପ୍ରାଙ୍ଗଣରେ ଆଜି ଏନଏସଏସ ଦିବସ ଓ ସ୍ବାଗତ ଉତ୍ସବ ଆନନ୍ଦ ଉଲ୍ଲାସର ସହ ପାଳିତ ହୋଇଛି। ମହାବିଦ୍ୟାଳୟ ର ଅଧ୍ୟକ୍ଷ ହେମନ୍ତ କୁମାର ପଣ୍ଡା ଙ୍କର ସଭାପତିତ୍ବରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବ ରେ ବଡ଼ଗାଁ ତହସିଲଦାର ଝରଣା ପ୍ରଧାନ ଓ ମୁଖ୍ୟ ବକ୍ତା ଭାବେ ଡାଲମିଆ କଲେଜ ର ହକି ବିଭାଗ ର ମୁଖ୍ୟ ତବସୁମ ବାନୋ ପ୍ରମୁଖ ଅଂଶ ଗ୍ରହଣ କରିଥିଲେ।
Read More News
T & CPrivacy PolicyContact Us