This browser does not support the video element.
ଅତାବିରା: କୁଲୁଣ୍ଡା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ କ୍ଲଷ୍ଟର ସ୍ତରୀୟ ବୈଠକ ,ଯୋଗ ଦେଲେ ଏବିଇଓ
Attabira, Bargarh (Baragarh) | Sep 6, 2025
ଶନିବାର ଦିନ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ କୁଲୁଣ୍ଡା ଠାରେ କ୍ଲଷ୍ଟର ସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଥିଲା । ସି.ଆର.ସି.ସି. ନନ୍ଦିଘୋଷ ଭୁଏ ଙ୍କ ସଭାପତିତ୍ବରେ ଅନୁଷ୍ଠିତ ବୈଠକରେ ବୁଗବୁଗା କ୍ଲଷ୍ଟର ଅଧୀନ ସମସ୍ତ ପ୍ରାଥମିକ ଓ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଶିକ୍ଷୟିତ୍ରୀ ଏବଂ ମୌଳିକ ସାକ୍ଷରତା ଓ ସଂଖ୍ୟାଜ୍ଞାନ ଶ୍ରେଣୀ ଦାୟିତ୍ୱରେ ଥିବା ଶିକ୍ଷକ ଶିକ୍ଷୟିତ୍ରୀ ଯୋଗଦାନ କରିଥିଲେ । ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ କାର୍ତ୍ତିକ ବାଗ ଯୋଗ ଦେଇଥିଲେ |