This browser does not support the video element.
ଖରିଆର: ଗଣ୍ଡାବାହାଲି ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ ଅନୁଷ୍ଠିତ, ଯୋଗଦେଲେ ବିଧାୟକ
Khariar, Nuapada | Sep 4, 2025
ସିନାପାଲି ବ୍ଲକ ଅନ୍ତର୍ଗତ ଗଣ୍ଡାବାହାଲି ଗ୍ରାମରେ ଆଜି ରାତ୍ର ୯ ଘଣ୍ଟା ପର୍ଯ୍ୟନ୍ତ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଆଜିର କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ମୁଖ୍ୟ ଅତିଥି ଭାବରେ ଖଡ଼ିଆଳ ବିଧାୟକ ଅଧୀରାଜ ପାଣିଗ୍ରାହୀ ଯୋଗଦେଇଥିଲେ। ଆଜିର କାର୍ଯ୍ୟକ୍ରମରେ ସିନାପାଲି ବିଡ଼ିଓ କାର୍ମୀ ଓରାମ, ସିନାପାଲି ଥାନାଧିକାରୀ ରଶ୍ମିତା ପ୍ରଧାନଙ୍କ ସମେତ ଗଣ୍ଡାବାହାଲି ଗ୍ରାମର ଶତାଧିକ କାର୍ଯ୍ୟକର୍ତ୍ତା ଯୋଗ ଦେଇଥିଲେ। ଏହି ଅବସରରେ ବିଭିନ୍ନ କ୍ଷେତ୍ରରେ ସଫଳତା ହାସଲ କରିଥିବା ବ୍ୟକ୍ତି ବିଶେଷଙ୍କୁ ପୁରସ୍କୃତ କରାଯାଇଥିଲା।