Download Now Banner

This browser does not support the video element.

ବୀରମିତ୍ରପୁର: ନୂଆଗାଁ ବ୍ଲକ କୃଷି ବିଭାଗ କାର୍ଯ୍ୟାଳୟ ପରିସରରେ ଫସଲ ସର୍ବେକ୍ଷଣ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ

Biramitrapur, Sundargarh | Aug 21, 2025
ନୂଆଗାଁ ବ୍ଲକ ପରିସରରେ ଥିବା କୃଷି ବିଭାଗ କାର୍ଯ୍ୟାଳୟ ପରିସରରେ ଫସଲ ସର୍ବେକ୍ଷଣ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ ହୋଇଯାଇଛି। ଏଥିରେ ନୂଆଗାଁ ବ୍ଲକ ଅଧ୍ୟକ୍ଷା ବିଶ୍ଵାସୀ ଟପ୍ପୋ ଯୋଗ ଦେଇ ଆନୁଷ୍ଠାନିକ ଭାବେ ଉଦ୍ଘାଟନ କରିଥିଲେ। ଏହା କୃଷି ଅଧିକାରି ସତ୍ୟବ୍ରତ ସାହୁଙ୍କ ତତ୍ତ୍ୱାବଧାନରେ ଲିସା ଲିସମୟୀ ହାସଦା ପରିଚାଳନା କରିଥିଲେ।ଏଥିରେ ଗ୍ରାମପଞ୍ଚାୟତର ସରପଞ୍ଚ, ସମିତି ସଭ୍ୟସଭ୍ୟା ପ୍ରମୁଖ ଉପସ୍ଥିତ ଥିଲେ।ଶେଷରେ ବିପିଏମ୍ ସାନ୍ତ୍ୱନୁ କୁମାର ଦାଶ ସମସ୍ତଙ୍କୁ ଧନ୍ୟବାଦ ଦେଇଥିଲେ।
Read More News
T & CPrivacy PolicyContact Us