Install App
usr04050397
This browser does not support the video element.
କେନ୍ଦୁଝର ସହର: ଅଞ୍ଜର ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଝରକାରେ ଚାପି ହୋଇଥିବା ଜଣେ ଦ୍ଵିତୀୟ ଶ୍ରେଣୀର ଛାତ୍ରୀ ଉଦ୍ଧାର
Kendujhar Town, Kendujhar | Aug 22, 2025
କେନ୍ଦୁଝର ଅଞ୍ଜର ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ରେ ଜଣେ ଦ୍ଵିତୀୟ ଶ୍ରେଣୀ ଛାତ୍ରୀ କୁ ଗତକାଲି ସ୍କୁଲ ଛୁଟି ସମୟ ରେ ସ୍କୁଲ୍ ଶ୍ରେଣୀ ଗୃହରେ ତାଲା ପକାଇ ପଳାଇ ପଳାଇ ଥିଲେ ସ୍କୁଲ କର୍ତୁପକ୍ଷ | ଛାତ୍ରୀ ଟି ନାଁ ଯୋଛନା ଦେହୁରୀ | ତାକୁ ଆଜି ସକାଳେ ପରିବାର ଓ ଗାଁ ଲୋକେ ଉଦ୍ଧାର କରି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ କୁ ନେଇଛନ୍ତି ।
Share
Read More News
T & C
Privacy Policy
Contact Us
Your browser does not support JavaScript!