This browser does not support the video element.
ବୀରମହାରାଜପୁର: ବୀରମହାରାଜପୁର କଲ୍ୟାଣ ମଣ୍ଡପ ଠାରେ ଭୀମ ଭୋଇ ଭିନ୍ନକ୍ଷମ ସାମର୍ଥ ଶିବିର ଅନୁଷ୍ଠିତ
Biramaharajpur, Subarnapur (Sonepur) | Sep 10, 2025
ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର କଲ୍ୟାଣ ମଣ୍ଡପ ଠାରେ ଭୀମ ଭୋଇ ସାମର୍ଥ ଶିବିର ଆଜି ଅପରାହ୍ନ 4ଟା ପର୍ଯ୍ୟନ୍ତ ଅନୁଷ୍ଠିତ ହୋଇ ଯାଇଛି l ଜିଲ୍ଲା ସମାଜ ମଙ୍ଗଳ ବିଭାଗ ଆନୁକୂଲ୍ୟରେ ଆୟୋଜିତ ଶିବିରକୁ ବିଡ଼ିଓ ପୁରୁଷୋତ୍ତମ ଧରୁଆ, ବୀରମହାରାଜପୁର ବ୍ଲକ ଅଧ୍ୟକ୍ଷl ଶାନ୍ତି ଲୁହା, ଉପାଧ୍ୟକ୍ଷ ନାରାୟଣ ଲୁହା,ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ଗୋବିନ୍ଦ ବଲ୍ଲବ ଷଡ଼ଙ୍ଗୀ, ଡେପୁଟି କଲେକ୍ଟର ଚିତ୍ତରଞ୍ଜନ ମିଶ୍ର ବୀରମହାରାଜପୁର ବ୍ଲକ ସମାଜ ମଙ୍ଗଳ ସହକାରୀ ଅଧିକାରୀ ସୀମାରାଣୀ ପଣ୍ଡା ଅତିଥି ଭାବରେ ଯୋଗଦେଇଥିଲେ l ଶିବିରରେ ୪୫୯ ଜଣଙ୍କ ପଞ୍ଜୀକୃତ ହୋଇଥିବା ବେଳେ ଶିବିରରେ ସୁବର