This browser does not support the video element.
କୋରାପୁଟ ସହର: ଆସନ୍ତା କାଲି କୋରାପୁଟରେ ପ୍ରବଳ ବର୍ଷା ସମ୍ଭାବନା ନେଇ ୟେଲୋ ୱାର୍ନିଂ ଜାରି
Koraput Town, Koraput | Sep 30, 2025
କୋରାପୁଟ ଜିଲ୍ଲାରେ ଆସନ୍ତା କାଲି ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ନେଇ ୟେଲୋ ୱାର୍ନିଂ ଜାରି କରିଛି ରାଜ୍ୟ ପାଣିପାଗ ବିଜ୍ଞାନ କେନ୍ଦ୍ର। ଏନେଇ ଆଜି ଦିନ ୨ଟା ସମୟରେ କୋରାପୁଟ ଜିଲ୍ଲାକୁ ସତର୍କତା ଅବଲମ୍ବନ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ରାଜ୍ୟ ପାଣିପାଗ ବିଜ୍ଞାନ କେନ୍ଦ୍ର। ଆସନ୍ତା କାଲି କୋରାପୁଟର ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହ ବିଜୁଳି ଘଡ଼ଘଡ଼ି ପବନ ବହିବା ସମ୍ଭାବନା ରହିଛି।