Download Now Banner

This browser does not support the video element.

ବୌଦ୍ଧ ସଦର: ସଦଭାବନା ସଭା ଗୃହ ଠାରେ ସ୍ବାସ୍ଥ୍ୟ ଓ ଆଇସିଡିଏସ ସମ୍ପର୍କିତ ଜିଲ୍ଲା ସ୍ତରୀୟ ଏକାଭିମୁଖୀ ବୈଠକ ଅନୁଷ୍ଠିତ

Baudh Sadar, Boudh (Bauda) | Sep 12, 2025
ଶୁକ୍ରବାର ଦିନ ବୌଦ୍ଧ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସଦଭାବନା ସଭା ଗୃହ ଠାରେ ସ୍ବାସ୍ଥ୍ୟ ଓ ଆଇସିଡିଏସ ସମ୍ପର୍କିତ ଜିଲ୍ଲା ସ୍ତରୀୟ ଏକାଭିମୁଖୀ ବୈଠକ ଅନୁଷ୍ଠିତ ହୋଇ ଯାଇଛି l ଜିଲ୍ଲା ସ୍ବାସ୍ଥ୍ୟ ସମିତି ପକ୍ଷରୁ ଆୟୋଜିତ ଉକ୍ତ ବୈଠକରେ ଜିଲ୍ଲାପାଳଙ୍କ ପ୍ରତିନିଧି ଭାବେ ଉପ ଜିଲ୍ଲାପାଳ ବିନୟ କୁମାର ଭୋଇ ଅଧ୍ୟକ୍ଷତା କରିଥିବା ବେଳେ ଜିଲ୍ଲା ମୁଖ୍ୟ ଚିକିତ୍ସl ଓ ଜନ ସ୍ବାସ୍ଥ୍ୟ ଅଧିକାରୀ ଡାକ୍ତର ସଂଘମିତ୍ରା ପଣ୍ଡା ଓ ଅନ୍ୟ ଅଧିକାରୀ ମାନେ ଉପସ୍ଥିତ ଥିଲେ l
Read More News
T & CPrivacy PolicyContact Us