This browser does not support the video element.
ନବରଙ୍ଗପୁର ପୋଲିସ ଷ୍ଟେସନ: ଜିଲ୍ଲା ଶିକ୍ଷା ଏବଂ ପ୍ରଶିକ୍ଷଣ କେନ୍ଦ୍ରରେ ଆନ୍ତର୍ଜାତୀୟ ସାକ୍ଷରତା ଦିବସ ପାଳିତ
Nabarangapur PS, Nabarangpur | Sep 8, 2025
ଜିଲ୍ଲା ଶିକ୍ଷା ଏବଂ ପ୍ରଶିକ୍ଷଣ କେନ୍ଦ୍ରରେ ଆନ୍ତର୍ଜାତୀୟ ସାକ୍ଷରତା ଦିବସ ପାଳିତ ଜିଲ୍ଲା ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ଆନୁକୂଲ୍ୟରେ ସ୍ଥାନୀୟ ଜିଲ୍ଲା ଶିକ୍ଷା ଏବଂ ପ୍ରଶିକ୍ଷଣ କେନ୍ଦ୍ର ଠାରେ ଆନ୍ତର୍ଜାତୀୟ ସାକ୍ଷରତା ଦିବସ ପାଳିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ନବରଙ୍ଗପୁର ବିଧାୟକ ଶ୍ରୀ ଗୌରୀଶଙ୍କର ମାଝୀ ଯୋଗଦାନ କରିଥିବା ବେଳେ ସମ୍ମାନିତ ଅତିଥି ଭାବେ ନବରଙ୍ଗପୁର ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ତପନ ଖୁଣ୍ଟିଆ, ନବରଙ୍ଗପୁର ଜିଲ୍ଲା ଶିକ୍ଷା ଏବଂ ପ୍ରଶିକ୍ଷଣ କେନ୍ଦ୍ରର ଅଧ୍ୟକ୍ଷ ଶ୍ରୀ ଓମକାର ପଟ୍ଟନାୟକ ପ୍ରମୁଖ ଉପସ୍ଥିତ ଥିଲେ