Download Now Banner

This browser does not support the video element.

ବାରିପଦା ମ୍ୟୁନିସିପାଲଟି: ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଆଦର୍ଶ ସମନ୍ୱିତ ସ୍ୱାସ୍ଥ୍ୟ ଶିବିର ସମ୍ପର୍କିତ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

Baripada M, Mayurbhanj | Aug 26, 2025
ଆଗାମୀ ସେପ୍ଟେମ୍ବର ମାସ ୮ ତାରିଖରୁ ସେପ୍ଟେମ୍ବର ୧୦ ତାରିଖ ପର୍ଯ୍ୟନ୍ତ ବାରିପଦାର ଷ୍ଟେସନ ବଜାର ନିକଟସ୍ଥ ବିବାହ ମଣ୍ଡପ ଠାରେ ମୟୁରଭଞ୍ଜ ଅବସର ପ୍ରାପ୍ତ ସୈନିକ ସଙ୍ଘ, ଭାରତୀୟ ସୈନ୍ୟ ବାହିନୀ ଓ ମୟୂରଭଞ୍ଜ ଜିଲ୍ଲା ପ୍ରଶାସନର ମିଳିତ ସହଯୋଗରେ ୩ ଦିନ ବ୍ୟାପି ଏକ ଆଦର୍ଶ ସମନ୍ୱିତ ସ୍ୱାସ୍ଥ୍ୟ ସେବା ଶିବିର ଆୟୋଜନ କରାଯିବ। ଏନେଇ ମଙ୍ଗଳବାର ଦିନ ପ୍ରାୟ ୧୨ଟାରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସ୍ଥିତ ସମ୍ମିଳନୀ କକ୍ଷରେ ଅତିରିକ୍ତ ଜିଲ୍ଲାପାଳ ନେତ୍ରାନନ୍ଦ ମଲ୍ଲିକ ଙ୍କ ଅଧ୍ୟକ୍ଷତାରେ ଏ ସମ୍ପର୍କରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି।
Read More News
T & CPrivacy PolicyContact Us