Download Now Banner

This browser does not support the video element.

ଅନୁଗୋଳ: ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ୟୁନିୟନ୍ ମିନିଷ୍ଟର ଆସିବା ନେଇ ଜିଲ୍ଲା ସ୍ତରୀୟ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

Anugul, Angul | Sep 11, 2025
ୟୁନିୟନ୍ ମିନିଷ୍ଟର ଆସିବା ନେଇ ଜିଲ୍ଲା ସ୍ତରୀୟ ପ୍ରସ୍ତୁତି ବୈଠକ ଅନୁଷ୍ଠିତ। ଆସନ୍ତା 16.9.25 ରେ ଅନୁଗୁଳ ଜିଲ୍ଲା ଗ୍ରସ୍ତ କରିବେ ୟୁନିୟନ୍ ମିନିଷ୍ଟର, ତେବେ ଏ ନେଇ ସୂଚନା ମୁତାବକ ଆଜି ପୂର୍ବାହ୍ନ 11 ଘଟିକା ସମୟରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ଜିଲ୍ଲାପାଳଙ୍କ ଅଧକ୍ଷତାରେ ଜିଲ୍ଲା ସ୍ତରୀୟ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ତେବେ ଆଜିର କାର୍ଯ୍ୟକ୍ରମ ଜିଲ୍ଲାପାଳଙ୍କ ସହ ଜିଲ୍ଲାର ସବୁ ବିଭାଗର ସମସ୍ତ ସରକାରୀ ଅଧିକାରୀ ମାନେ ଉପସ୍ଥିତ ରହିଥିଲେ ।
Read More News
T & CPrivacy PolicyContact Us