Download Now Banner

This browser does not support the video element.

ସୋନପୁର: ବାଲଜୁରୀ ସରକାରୀ ପ୍ରାଥମିକ ବିଦ୍ୟାଳୟ ପରିଦର୍ଶନ କଲେ ଗୋଷ୍ଠୀ ଶିକ୍ଷାଧିକାରୀ ଓ ସହ ଗୋଷ୍ଠୀ ଶିକ୍ଷାଧିକାରୀ

Sonapur, Subarnapur (Sonepur) | Aug 23, 2025
ସୂଚନା ଅନୁସାରେ ଆଜି ଅପରାହ୍ନ ୨ ଘଣ୍ଟା ସମୟରେ ସୋନପୁର ଗୋଷ୍ଠୀ ଶିକ୍ଷାଧିକାରୀ ଶ୍ରୀଯୁକ୍ତ ଲକ୍ଷ୍ମଣ ମିଶ୍ର ଏବଂ ଶହ ଗୋଷ୍ଠୀ ଶିକ୍ଷଧିକାରୀ ଶ୍ରୀଯୁକ୍ତ କୃଷ୍ଣଚନ୍ଦ୍ର ପଣ୍ଡା ସୁବର୍ଣ୍ଣପୁର ଜିଲ୍ଲା ସଦର ବ୍ଲକ ହରଡ଼ଖୋଲ କ୍ଲଷ୍ଟର ର ବାଲଜୁରୀ ସରକାରୀ ପ୍ରାଥମିକ ବିଦ୍ୟାଳୟ ପରିଦର୍ଶନ କରିଥିବା ଜଣା ପଡିଛି l
Read More News
T & CPrivacy PolicyContact Us