Download Now Banner

This browser does not support the video element.

ଯାଜପୁର: ଜିଲ୍ଲା ପ୍ରଶାସନ ପକ୍ଷରୁ ଯାଜପୁର ଟାଉନ ସ୍ଥିତ ଅତିରିକ୍ତ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ନିର୍ମାଣ ଶ୍ରମିକଙ୍କୁ ସହାୟତା ରାଶି ପ୍ରଦାନ

Jajapur, Jajpur | Aug 22, 2025
ଜିଲ୍ଲା ପ୍ରଶାସନ ପକ୍ଷରୁ ଯାଜପୁର ଟାଉନ ସ୍ଥିତ ଅତିରିକ୍ତ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ନିର୍ମାଣ ଶ୍ରମିକଙ୍କୁ ସହାୟତା ରାଶି ପ୍ରଧାନ କରାଯାଇଛି l ଆଜି ଜିଲ୍ଲା ଶ୍ରମ ବିଭାଗ ପକ୍ଷରୁ ଆୟୋଜିତ କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲାପାଳ ଯୁଧିଷ୍ଠିର ନାୟକ ଓ ଜିଲ୍ଲା ଲୋକସମ୍ପର୍କ ଅଧିକାରୀ କାମିନି ରଞ୍ଜନ ପଟ୍ଟନାୟକ ଓ ଜିଲ୍ଲା ଶ୍ରମ ଅଧିକାରୀ ସୁଧୀର କୁମାର ସାହୁ ଅତିଥିଭାବେ ଯୋଗଦେଇ ଥିଲେ l ଏହି ଅବସରରେ ଉପସ୍ଥିତ ଅତିଥି ମାନେ ଜିଲ୍ଲାର 210 ଜଣ ନିର୍ମାଣ ଶ୍ରମିକଙ୍କୁ 1 କୋଟି 42 ଲକ୍ଷରୁ ଉର୍ଦ୍ଧ ଟଙ୍କା ପ୍ରଦାନ ପାଇଁ ଡମି ଚେକ ପ୍ରଦାନ କରିଥିଲେ l
Read More News
T & CPrivacy PolicyContact Us