Install App
kalpana7958
This browser does not support the video element.
ବାଲେଶ୍ବର ମ୍ୟୁନିସିପାଲଟି: ଚାନ୍ଦିପୁର ପଞ୍ଚାୟତ ଠାରେ ସାମୁଦ୍ରିକ ମତ୍ସ୍ୟଜୀବୀ ମାନଙ୍କୁ ଲାଇଫ ଜ୍ୟାକେଟ ପ୍ରଦାନ କାର୍ଯ୍ୟକ୍ରମ ରେ ଯୋଗଦେଲେ ସଦର ବିଧାୟକ
Baleshwar M, Balasore | Sep 8, 2025
ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିକାଶ ବିଭାଗ ପକ୍ଷରୁ ଆଜି ବାଲେଶ୍ୱର ସଦର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଚାନ୍ଦିପୁର ପଞ୍ଚାୟତ ଠାରେ ସାମୁଦ୍ରିକ ମତ୍ସ୍ୟଜୀବୀ ମାନଙ୍କୁ ଲାଇଫ୍ ବୋୟ ଓ ଲାଇଫ୍ ଜାକେଟ୍ ଭଳି ଜୀବନ ରକ୍ଷାକାରୀ ଉପକରଣ ବଣ୍ଟନ କାର୍ଯ୍ୟକ୍ରମ ରେ ସଦର ବିଧାୟକ ମାନସ କୁମାର ଦତ୍ତ ଯୋଗଦେଇ ଉକ୍ତ ଉପକରଣ ବଣ୍ଟନ କରିଥିଲେ।ଏହି କାର୍ଯ୍ୟକ୍ରମକୁ ସୋମବାର ଅପରାହ୍ନ ୫ଘଟିକାରେ ସମାପନ କରାଯାଇଥିଲା।
Share
Read More News
T & C
Privacy Policy
Contact Us
Your browser does not support JavaScript!