Download Now Banner

This browser does not support the video element.

ଛତ୍ରପୁର: ଜିଲ୍ଲା ସଂସ୍କୃତି ଭବନ ଠାରେ ଜିଲ୍ଲା ସ୍ତରୀୟ ଶିଶୁ ମହୋତ୍ସବ “ ମହକ “ – 2024 ଅନୁଷ୍ଠିତ

Chhatrapur, Ganjam | Nov 2, 2024
ଛତ୍ରପୁର ସ୍ଥିତ ଜିଲ୍ଲା ସଂସ୍କୃତି ଭବନ ଠାରେ ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ୍ ଗଞ୍ଜାମ ଦ୍ବାରା ଶନିବାର ପୂର୍ବାହ୍ନ ୯ ଘଣ୍ଟା ସମୟରେ ଜିଲ୍ଲା ସ୍ତରୀୟ ଶିଶୁ ମହୋତ୍ସବ “ ମହକ “ – 2024 ଅନୁଷ୍ଠିତ ହୋଇଯାଇଛି । ଅତିରିକ୍ତ ଜିଲ୍ଲାପାଳ ଡ. ପ୍ରମୋଦ କୁମାର ପୃଷ୍ଟି ମୁଖ୍ଯ ଅତିଥି ଭାବେ ପ୍ରଦୀପ ପ୍ରଜ୍ଜଳନ କରି କାର୍ଯ୍ୟକ୍ରମର ଶୁଭ ଉଦ୍ଘାଟନ କରିଥିଲେ । ବାଲ୍ମୀକେଶ୍ବର ଅନାଥାଶ୍ରମ ଧରାକୋଟର ଛାତ୍ରଛାତ୍ରୀ ମାନେ ସ୍ବାଗତ ସଙ୍ଗୀତ ପରିବେଷଣ କରିଥିଲେ ।
Read More News
T & CPrivacy PolicyContact Us