Download Now Banner

This browser does not support the video element.

ବୌଦ୍ଧ ସଦର: ଟାଉନ ହଲ ଠାରେ ବରିଷ୍ଠ ନାଗରିକ ଦିବସ ପାଳିତ, ଯୋଗଦେଲେ କନ୍ଧମାଳ ସାଂସଦ

Baudh Sadar, Boudh (Bauda) | Oct 10, 2025
ଶୁକ୍ରବାର ଦିନ ବୌଦ୍ଧ ଟାଉନ ହଲ ଠାରେ ଜିଲ୍ଲା ସାମାଜିକ ସୁରକ୍ଷା କାର୍ଯ୍ୟାଳୟ ପକ୍ଷରୁ ବରିଷ୍ଠ ନାଗରିକ ଦିବସ ପାଳିତ ହୋଇ ଯାଇଛି l ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ରାଜିନ୍ଦ୍ର କିଶାନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ କନ୍ଧମାଳ ସାଂସଦ ସୁକାନ୍ତ କୁମାର ପାଣିଗ୍ରାହୀ ଯୋଗ ଦେଇଥିଲେ | ସମ୍ମାନିତ ଅତିଥି ଭାବରେ ଜିଲ୍ଲାପାଳ ବିଭୁତି ଭୁଷଣ ନାୟକ, ଅତିରିକ୍ତ ଜିଲ୍ଲାପାଳ ଅନିରୁଦ୍ଧ ପ୍ରଧାନ, ଉପ ଜିଲ୍ଲାପାଳ ବିନୟ କୁମାର ଭୋଇ ଓ ଅନ୍ୟ ମାନେ ଯୋଗ ଦେଇଥିଲେ |
Read More News
T & CPrivacy PolicyContact Us