Install App
belpahar_update
This browser does not support the video element.
ଓରିଏଣ୍ଟ: ବେଲପାହାଡ଼ ଥାନା ଅଞ୍ଚଳରେ ଜଣେ ନାବାଳିକାକୁ ବିବାହ ପ୍ରତିଶ୍ରୁତି ଦେଖାଇ ଅପହରଣ କରି ଶାରୀରିକ ସମ୍ପର୍କ ରଖିଥିବା ଅଭିଯୋଗ ରେ ଯୁବକ ଗିରଫ
Orient, Jharsuguda | Sep 2, 2025
ଝାରସୁଗୁଡ଼ା ଜିଲା ବେଲପାହାଡ଼ ଥାନା ଅଞ୍ଚଳରେ ଜଣେ ୧୭ ବର୍ଷୀୟ ନାବାଳିକାକୁ ବିବାହ ପ୍ରତିଶ୍ରୁତି ଦେଖାଇ ଅପହରଣ କରି ଶାରୀରିକ ସମ୍ପର୍କ ରଖିଥିବା ଅଭିଯୋଗରେ ଜଣେ ଯୁବକ ଗିରଫ l ଗିରଫ ଅଭିଯୁକ୍ତକୁ କୋର୍ଟ ଚାଲାଣ କରାଯାଇଥିବା ନେଇ ଆଜି ମଙ୍ଗଳବାର ଅପରାହ୍ନ ପ୍ରାୟ ୪ ଟା ୩୦ ରେ ବେଲପାହାଡ ପୋଲିସ ସୂଚନା ଦେଇଛି l ସୂଚନା ଅନୁଯାୟୀ ପୀଡ଼ିତା ନାବାଳିକାଙ୍କ ମାଆ ଗତକାଲି ବେଲପାହାଡ଼ ଥାନାରେ ଅଭିଯୋଗ କରିଥିଲେ l
Share
Read More News
T & C
Privacy Policy
Contact Us
Your browser does not support JavaScript!