This browser does not support the video element.
ମାଲକାନଗିରି: ମାଲକାନଗିରି ଆଇଟିଡିଏ ଠାରେ ଜିଲ୍ଲା ସ୍ତରୀୟ ଆଦି କର୍ମଯୋଗୀ ତାଲିମ କାର୍ଯକ୍ରମ ଅନୁଷ୍ଠିତ
Malkangiri, Malkangiri | Sep 5, 2025
ମାଲକାନଗିରି ଜିଲ୍ଲାପାଳଙ୍କ ନିର୍ଦ୍ଦେଶ କ୍ରମେ ମାଲକାନଗିରି ଆଇଟିଡିଏ ପ୍ରକଳ୍ପ ପ୍ରଶାସକଙ୍କ ଅଧ୍ୟକ୍ଷତାରେ ତିନିଦିନିଆ ଜିଲ୍ଲା ସ୍ତରୀୟ ଆଦି କର୍ମଯୋଗୀ ତାଲିମ କାର୍ଯକ୍ରମ ଉଦ୍ଘାଟିତ ହୋଇଯାଇଛି। ଶୁକ୍ରବାର ପୂର୍ବାହ୍ନରେ ଏହି ତାଲିମ ରେ ଶିକ୍ଷା, ସ୍ବାସ୍ଥ୍ୟ, ଗ୍ରାମ୍ୟ ଉନ୍ନୟନ, ମହିଳା ଓ ଶିଶୁ ବିକାଶ, ପଞ୍ଚାୟତିରାଜ, ଅନୁସୂଚିତ ଜନଜାତି ଓ ଅନୁସଚିତ ଜାତି ଉନ୍ନୟନ ବିଭାଗର ବ୍ଲକ ସ୍ତରୀୟ ଅଧିକାରୀ ମାନଙ୍କୁ ଜିଲ୍ଲାସ୍ତରୀୟ ତାଲିମ ପ୍ରଦାନ କରାଯାଇଛି।