Download Now Banner

This browser does not support the video element.

ଭୁବନେଶ୍ବର ମ୍ୟୁନିସିପାଲଟି କର୍ପୋରେସନ: ଭୁବନେଶ୍ୱର ବିମାନବନ୍ଦରରେ ପହଂଚି ପ୍ରତିକ୍ରିୟା ରଖିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

Bhubaneswar M Corp, Khordha | Sep 5, 2025
କୋଲକାତାରୁ ଆସି ଭୁବନେଶ୍ୱରରେ ପହଂଚିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ପାଗ ଖରାପ ଯୋଗୁ ମୁଖ୍ୟମନ୍ତ୍ରୀ ଦିଲ୍ଲୀରୁ ଭୁବନେଶ୍ୱର ଏୟାରପୋର୍ଟରେ ନ ଓହ୍ଲାଇ କୋଲକାତା ଯାଇଥିଲେ। ଏୟାର୍ ଇଣ୍ଡିଆ ଏଆଇ-୪୭୩ ବିମାନରେ ନୂଆଦିଲ୍ଲୀରୁ ଫେରୁଥିଲେ ମୁଖ୍ୟମନ୍ତ୍ରୀ।ପରେ କୋଲକାତାରୁ ଭୁବନେଶ୍ୱର ଫେରିଥିଲେ।
Read More News
T & CPrivacy PolicyContact Us