Download Now Banner

This browser does not support the video element.

ଛତ୍ରପୁର: ଛତ୍ରପୁର ସ୍ଥିତ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ଆମ ଶାସନ' ପୋର୍ଟାଲର ଶୁଭାରମ୍ଭର ଆଭାସୀ କାର୍ଯ୍ଯକ୍ରମ

Chhatrapur, Ganjam | Aug 26, 2025
ମୁଖ୍ୟମନ୍ତ୍ରୀ ରାଜ୍ୟ ସ୍ତରୀୟ 'ଆମ ଶାସନ' ବ୍ୟବସ୍ଥାର ଶୁଭାରମ୍ଭ କରିଛନ୍ତି। ଛତ୍ରପୁର ସ୍ଥିତ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଠାରେ ମଂଗଳବାର ପୂର୍ବାହ୍ନରେ ଏହାର ଆଭାସୀ କାର୍ଯ୍ଯକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ଗଞ୍ଜାମ ଜିଲ୍ଲାପାଳଙ୍କ ସହିତ ବିଭିନ୍ନ ଅଧିକାରୀମାନେ ଆଭାସୀ ମାଧ୍ୟମରେ ଯୋଗଦେଇଥିଲେ।
Read More News
T & CPrivacy PolicyContact Us