Download Now Banner

This browser does not support the video element.

ଡୁଙ୍ଗୁରିପାଲି: ଆସନ୍ତାକାଲି ଜିଲ୍ଲାରେ ବିଜୁଳି ଘଡଘଡି ସହ ବର୍ଷା ସମ୍ଭାବନା ନେଇ ୟେଲୋ ୱାର୍ଣ୍ଣିଂ ଜାରି

Dunguripali, Subarnapur (Sonepur) | Jun 14, 2025
ସୂଚନା ଅନୁସାରେ ଆଜି ଅପରାହ୍ନ ପ୍ରାୟ ୪ ଘଣ୍ଟା ସମୟରେ ସୁବର୍ଣ୍ଣପୁର ଜିଲ୍ଲାକୁ ଆସନ୍ତାକାଲି ପାଇଁ ରାଜ୍ୟ ପାଣିପାଗ ବିଭାଗ ପକ୍ଷରୁ ୟୋଲ ୱାର୍ଣୀଙ୍ଗ ଜାରି କରାଯାଇଛି l ଏହି କ୍ରମରେ ଆସନ୍ତା କାଲି ଜିଲ୍ଲାର ବିଭିନ୍ନ ସ୍ଥାନରେ ବିଜୁଳି ଘଡଘଡି ସହ ବର୍ଷାର ସମ୍ଭାବନା ଥିବାବେଳେ, ପବନର ବେଗ ଘଣ୍ଟା ପ୍ରତି ୩୦ ରୁ ୪୦ କିଲୋମିଟର ରହିବା ନେଇ ପୂର୍ବାନୁମାନ କରିଛି ରାଜ୍ୟ ପାଣିପାଗ ବିଭାଗ l
Read More News
T & CPrivacy PolicyContact Us