Download Now Banner

This browser does not support the video element.

ବାରିପଦା ମ୍ୟୁନିସିପାଲଟି: ଚାଲୁଣିଆ ଠାରେ ବାର୍ଷିକ ଫୁଟବଲ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ; ପୂର୍ବତନ ମନ୍ତ୍ରୀଙ୍କ ଯୋଗଦାନ

Baripada M, Mayurbhanj | Oct 3, 2025
ଶୁକ୍ରବାର ଅପରାହ୍ନ ପ୍ରାୟ ୪ ଟାରେ ମୟୂରଭଞ୍ଜ ଜିଲ୍ଲା କୁଳିଅଣା ବ୍ଲକ ଅନ୍ତର୍ଗତ ସରଗଚିଡା ଗ୍ରାମପଞ୍ଚାୟତ ଅନ୍ତର୍ଗତ ଚାଲୁଣିଆ ଗ୍ରାମର ଖେରୱାଲ୍ ରିକ୍ରିଏସନ କ୍ଲବ ପକ୍ଷରୁ ବାର୍ଷିକ ଫୁଟବଲ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ ହୋଇଯାଇଛି। ତେବେ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ପୂର୍ବତନ ମନ୍ତ୍ରୀ ସୁଦାମ ମାରାଣ୍ଡି ଯୋଗ ଦେଇଥିଲେ।
Read More News
T & CPrivacy PolicyContact Us