Install App
newsjajpur9124
This browser does not support the video element.
ଯାଜପୁର: ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ନିକଟରେ ଜିଲ୍ଲା ପ୍ରଶାସନ ପକ୍ଷରୁ କ୍ରୀଡା ଉତ୍ସବ ଏବଂ ଏକତାର ଦେଶବ୍ୟାପୀ ଉତ୍ସବ ନିମତେ ସାଇକେଲ ଶୋଭାଯାତ୍ରା
Jajapur, Jajpur | Aug 31, 2025
ଯାଜପୁର ଟାଉନ ସ୍ଥିତ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ନିକଟରେ ଜିଲ୍ଲା ପ୍ରଶାସନ ପକ୍ଷରୁ କ୍ରୀଡା ଉତ୍ସବ ଏବଂ ଏକତାର ଦେଶବ୍ୟାପୀ ଉତ୍ସବ ନିମତେ ସାଇକେଲ ଶୋଭାଯାତ୍ରା ଅନୁଷ୍ଠିତ l ଅତିରିକ୍ତ ଜିଲ୍ଲାପାଳ ଯୁଧିଷ୍ଠିର ନାୟକଙ୍କ ନେତୃତ୍ୱରେ ଆୟୋଜିତ କ୍ରୀଡା ଉତ୍ସହ କାର୍ଯ୍ୟକ୍ରମରେ ସାଂସଦ ରବୀନ୍ଦ୍ର ନାରାୟଣ ବେହେରା ଯୋଗଦେଇ ଉଦଘାଟନ କରିଥିଲେ l କ୍ରୀଡାର ବିକାଶ ପାଇଁ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ପକ୍ଷରୁ ଆରମ୍ଭ ହେଉଥୁବା ନୂତନ ଯୋଜନା ସମ୍ପର୍କରେ ଆଲୋଚନା କରିଥିଲେ l
Share
Read More News
T & C
Privacy Policy
Contact Us
Your browser does not support JavaScript!