Download Now Banner

This browser does not support the video element.

ପୁରୀ ମ୍ୟୁନିସିପାଲଟି: ଶ୍ରୀମନ୍ଦିର ସୁରକ୍ଷା ଆମର ପ୍ରଥମ ଦାଇତ୍ୱ, ସିଂହଦ୍ୱାର ଠାରେ ପ୍ରତିକ୍ରିୟା ରଖିଲେ ପୁରୀ ନୂତନ ଏସପି ପ୍ରତୀକ ସିଂ।

Puri M, Puri | Aug 25, 2025
ମହାପ୍ରଭୁଙ୍କର ଆଶୀର୍ବାଦ ନେଇ ଆଗାମୀ କାର୍ଯ୍ୟ ଆରମ୍ଭ କରିବାକୁ ଲକ୍ଷ୍ୟ ରଖିଛି ବୋଲି କହିଛନ୍ତି ପ୍ରତୀକ ସିଂ। ଶ୍ରୀମନ୍ଦିରର ସୁରକ୍ଷା, ଶୃଙ୍ଖଳିତ ଦର୍ଶନ ଏବଂ ପର୍ଯ୍ୟଟକଙ୍କ ସୁରକ୍ଷା ପୋଲିସର ମୁଖ୍ୟ ପ୍ରାଥମିକତା କାର୍ଯ୍ୟ ହେବ ବୋଲି ସେ କହିଛନ୍ତି। ସେହିପରି ପୁରୀ ଜିଲ୍ଲାର ଆଇନଶୃଙ୍ଖଳା ସ୍ଥିତି ବଜାୟ ରଖିବା ପାଇଁ ବରିଷ୍ଠ ପୋଲିସ ଅଧିକାରୀଙ୍କ ସହିତ ଆଲୋଚନା କରି ସମସ୍ତ ପ୍ରକାର ପଦକ୍ଷେପ ନିଆଯିବ ବୋଲି ନୂତନ ଏସପି ପ୍ରତୀକ ସିଂ କହିଛନ୍ତି।
Read More News
T & CPrivacy PolicyContact Us